ରାଜ୍ୟବାସୀଙ୍କୁ ଦୋଳ ପୂର୍ଣ୍ଣିମା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ
ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଭୁ ଦୋଳଗୋବିନ୍ଦଙ୍କ ଅପାର କୃପା ଓ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିଦେଉ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.