ହୋଲି ପାଇଁ ରାଜଧାନୀରେ କଡ଼ା ସୁରକ୍ଷା, ରାସ୍ତାରେ ଖେଳିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର- ହୋଲି ପାଇଁ ରାଜଧାନୀ ଭୁବନେଶ୍ବରରେ ସୁରକ୍ଷା କଡାକଡି କରିଛି କମିସନରେଟ ପୋଲିସ । ରାଜଧାନୀର ପ୍ରମୁଖ ୨୦ଟି ଛକରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ସହରରେ ମୁତୟନ ହୋଇଛନ୍ତି ୩୨ ପ୍ଲାଟୁନ ଫୋର୍ସ । ଏଥିସହ ପଇଁତରା ମାରୁଛନ୍ତି ୨୦ଟି ମୋବାଇଲ ପାଟ୍ରୋଲିଂ ଟିମ୍ ।
ରାସ୍ତାରେ ହୋଲି ଖେଳିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ପୋଲିସ ।

Comments are closed.