ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ | News Room Odisha

ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ବାଣପୁର- ବାଣପୁରରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ମାମଲାରେ ଗିରଫ ହୋଇଛନ୍ତି ଅଭିଯୁକ୍ତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ହସ୍ପିଟାଲରୁ ଛାଡ ପାଇଲା ପରେ ତାଙ୍କୁ ଗିରଫ କରିଥିଲା ବାଣପୁର ପୋଲିସ । ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା । ବିଧାୟକଙ୍କୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ନେବ ପୋଲିସ ।