ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପୈ।ର ନିର୍ବାଚନ ରେ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି । ଭୁବନେଶ୍ୱର ମହାନଗର ନିଗମର ଏରୋଡ୍ରମ ୟୁପି ସ୍କୁଲ୍ ୫୩ ନମ୍ବର ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ନିବାସରୁ ପୋଲିଂ ବୁଥକୁ ଚାଲି ଚାଲି ଯାଇ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
Recover your password.
A password will be e-mailed to you.
Comments are closed.