ଆଜି କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ | News Room Odisha

ଆଜି କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ବର – ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଏଥିରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପରେ ମୋହର ମରାଯିବ। ଏହା ପରେ କ୍ୟାବିନେଟ୍‌ ବୈଠକ ବସି ବଜେଟ୍‌କୁ ମଞ୍ଜୁରୀ ମିଳିବ। କ୍ୟାବିନେଟ୍‌ରେ ମୋଟ୍‌ ୨୭ଟି ଏଜେଣ୍ଡା ଆସିବ । ଯେ ଆସନ୍ତା ୩୦ ତାରିଖରେ ବିଧାନସଭାରେ ବଜେଟ୍‌ ଉପସ୍ଥାପନ ହେବ।