ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ପରିବର୍ତ୍ତନ | News Room Odisha

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର – +୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଗଣିତ, ଗୃହ ବିଜ୍ଞାନ ଓ ଭୋକେସନାଲ ବାୟୋଲୋଜି ସୂଚୀରେ ପରିବର୍ତ୍ତନ ‌ହୋଇଛି । ମେ ୧୯ରେ ହେବାକୁ ଥିବା ୩ଟି ବିଷୟର ପରୀକ୍ଷା ମେ ୩୧ରେ ହେବ । ବିଜ୍ଞାନ ପିଲାଙ୍କ ପରୀକ୍ଷା ସୂଚୀରେ କମ ବ୍ୟବଧାନ ଥିବାରୁ ସୂଚୀରେ ପରିବର୍ତ୍ତନ ହୋଇଛି ।