ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ପବିତ୍ର ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ପାଇଁ ଶୁଭେଚ୍ଛା, ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ରିଲିଜ କରି ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ । ଶ୍ରୀଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.