ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଓଡ଼ିଶାର ବରପୁତ୍ର ତଥା ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ପଟ୍ଟନାୟକ ଦେଖାଇ ଯାଇଥିବା ମାର୍ଗ ଏବେ ଓଡ଼ିଶାକୁ ବିକାଶର ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ କରିଛି। ତାଙ୍କ ନୀତି ଓ ଆଦର୍ଶ ସର୍ବଦା ଆମକୁ ଲୋକଙ୍କ ସେବା ପାଇଁ ଅନୁପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.