ମୋ ପରିବାର ଓଡ଼ିଶାର ଜୀବନବିନ୍ଦୁର ସ୍ୱେଚ୍ଛାକୃତ ରକ୍ତଦାତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ମୋ ପରିବାର ଓଡ଼ିଶାର ଜୀବନବିନ୍ଦୁର ସ୍ୱେଚ୍ଛାକୃତ ରକ୍ତଦାତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଲୋକଙ୍କ ବହୁମୂଲ୍ୟ ଜୀବନ ସୁରକ୍ଷା ପାଇଁ ମୋ ପରିବାର ଓଡ଼ିଶାର ଜୀବନବିନ୍ଦୁ କାର୍ଯ୍ୟକ୍ରମକୁ ସଫଳ କରୁଥିବା ସମସ୍ତ ସ୍ୱେଚ୍ଛାକୃତ ରକ୍ତଦାତା ଓ କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମାତ୍ର ୨୦ ମାସରେ ୨ଲକ୍ଷ ୟୁନିଟ୍ ରକ୍ତ ସଂଗ୍ରହ କରି ସେବାର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେମାନଙ୍କ କାର୍ଯ୍ୟ ଅତ୍ୟନ୍ତ ପ୍ରଶଂସନୀୟ ବୋଲି ବାର୍ତ୍ତା ରେ କହିଛନ୍ତି ମୁଖ୍ୟମନ୍ତ୍ରୀ ।