ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ବିଶିଷ୍ଟ ଔପନ୍ୟାସିକ ତଥା ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ବିଜେତା ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ‘ଅମୃତର ସନ୍ତାନ’, ‘ମାଟିମଟାଳ’, ‘ପରଜା’, ‘ଛାଇଆଲୁଅ’ ପରି କାଳଜୟୀ ରଚନା ସହ ନାଟ୍ୟକାର, ଗାଳ୍ପିକ ଏବଂ ମାନବଧର୍ମୀ ଲେଖକ ଭାବେ ଓଡ଼ିଆ ସାହିତ୍ୟ ଜଗତ ପ୍ରତି ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।