ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ | News Room Odisha

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ – ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ।
ପୂର୍ବାହ୍ନ ୧୧ଟାରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିବ ପରିଚାଳନା କମିଟି ବୈଠକ ‌। ଏଥିରେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ପ୍ରସଙ୍ଗରେ ସମୀକ୍ଷା ହେବା ସହ ୨୦୨୨-୨୩ ଶ୍ରୀମନ୍ଦିର ବଜେଟ, ଗୁରୁକୂଳ ପ୍ରସଙ୍ଗ, ସେବାୟତ କଲ୍ୟାଣ ପ୍ରସଙ୍ଗରେ ମଧ୍ୟ ହେବ ଆଲୋଚନା ହେବା ସମ୍ଭାବନା ରହିଛି ।