ରାଜ୍ୟରେ ସର୍ବନିମ୍ନ ଦୈନିକ କୋରୋନା ମାମଲା, ମାତ୍ର ଜଣେ ପଜିଟିଭ ଚିହ୍ନଟ | News Room Odisha

ରାଜ୍ୟରେ ସର୍ବନିମ୍ନ ଦୈନିକ କୋରୋନା ମାମଲା, ମାତ୍ର ଜଣେ ପଜିଟିଭ ଚିହ୍ନଟ

ଭୁବନେଶ୍ବର – ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ସେ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ କେହି ପଜିଟିଭ ଚିହ୍ନଟ ହୋଇନାହାନ୍ତି। ସମ୍ବଲପୁର ଜିଲ୍ଲାରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ହେଉଛି ରାଜ୍ୟର ସର୍ବନିମ୍ନ ଦୈନିକ କୋରୋନା ସଂକ୍ରମଣ । ଗତକାଲି ୧୧ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ ।