ଭିଜିଲାନ୍ସ ଜାଲରେ ଜିଆରଏସ

ଭୁବନେଶ୍ୱର – ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜିଆରଏସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଭୁବନେଶ୍ୱର କଳାରାହାଙ୍ଗ ପଞ୍ଚାୟତ ଜିଆରଏସ ବାବୁଲି ପଢ଼ିହାରୀଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱରର ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍ । ରଘୁନାଥପୁରସ୍ଥିତ ପୈତୃକ ଘର ଓ କଳାରାହାଙ୍ଗ ଅଫିସ୍ ସମେତ ୬ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ।

Comments are closed.