ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ଆରଏମସିର ମାର୍କେଟ ସରକାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ | News Room Odisha

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ଆରଏମସିର ମାର୍କେଟ ସରକାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର – ଆରଏମସିର ମାର୍କେଟ ସରକାର ଭାବେ କାର୍ଯ୍ୟରତ ଗୟାଧର ସାହୁଙ୍କ ବାସଭବନ ଏବଂ ଭଡ଼ା ଦିଆଯାଇଥିବା ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଯାଜପୁର ଟାଉନ ଥାନା ଅଞ୍ଚଳ ସନ୍ଥେଶ୍ବରପୁରସ୍ଥିତ ଗୟାଧରଙ୍କ ବାସଭବନ ଏବଂ ଭଡା ଦିଆଯାଇଥିବା ଘରେ ଏହି ଚଢ଼ାଉ ହୋଇଛି। ତାଙ୍କ ବିରୋଧରେ ପୂର୍ବରୁ କୋର୍ଟରେ ଅଭିଯୋଗ ହୋଇଥିଲା । କୋର୍ଟଙ୍କ ନିର୍ଦ୍ଦେଶରେ ଭିଜିଲାନସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସଂପତ୍ତିର ହିସାବ ଚାଲିଛି ।