ଆଜି ୧୧ଟି ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ସତର୍କ ସୂଚନା

ଭୁବନେଶ୍ୱର – ଆଜି ୧୧ଟି ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ସମ୍ଭାବନା ପାଇଁ ସତର୍କ ତା ଜାରି କରାଯାଇଛି । ଆସନ୍ତା ୨ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏଁ ଅଧିକ ରହିବ ତାତି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Comments are closed.