ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି । ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ ସହ ସମସ୍ତଙ୍କର ଉଜ୍ଜ୍ଵଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.