ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | News Room Odisha

ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ – ନୂଆଦିଲ୍ଲୀରେ ପହଞ୍ଚି ଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସମ୍ମିଳନୀରେ ଯୋଗ ଦେବେ ନବୀନ । ଏହାସହ କେନ୍ଦ୍ର-ରାଜ୍ୟ ମଧ୍ୟରେ ଥିବା କିଛି ବକେୟା ପ୍ରସଙ୍ଗରେ ସେ ଆଲୋଚନା କରିବେ ବୋଲି ଦିଲ୍ଲୀରେ ପହଞ୍ଚି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।