ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର – ଶ୍ରମିକ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ଦେଇଛନ୍ତି । ଦେଶର ପ୍ରଗତି ଓ ବିକାଶ ପାଇଁ ଉତ୍ସର୍ଗୀକୃତ ମନୋଭାବ ନେଇ କଠୋର ପରିଶ୍ରମ କରୁଥିବା ଅସଂଖ୍ୟ ଶ୍ରମିକଙ୍କୁ ସଲାମ କରିଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରମିକଙ୍କ କଲ୍ୟାଣ , ସମ୍ମାନ ଓ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ତାଙ୍କ ସରକାର ବଦ୍ଧପରିକର ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.