ଆସନ୍ତା ୬ ତାରିଖରେ ଲଘୁଚାପ ସମ୍ଭାବନା | News Room Odisha

ଆସନ୍ତା ୬ ତାରିଖରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର – ଆସନ୍ତା ୪ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୬ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି ।

ଏ ନେଇ ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।