ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର – ପବିତ୍ର ଅକ୍ଷୟ ଓ କୃଷକ ଦିବସରେ ତୃତୀୟାରେ ସମସ୍ତ ଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଚାଷୀ ଭାଇଭଉଣୀଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.