ବାତ୍ୟା ଭୟ : ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ନ ରଖିବାକୁ ରାଜ୍ୟ ସରକାରଙ୍କ ପରାମର୍ଶ | News Room Odisha

ବାତ୍ୟା ଭୟ : ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ନ ରଖିବାକୁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର – ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅଯଥା ଅତ୍ୟାବଶ୍ୟକ ଜିନିଷ ବହୁ ମାତ୍ରାରେ କ୍ରୟ କରି ମହଜୁଦ ନ ରଖିବାକୁ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପରାମର୍ଶ ଦେଇଛନ୍ତି ।

କଳାବଜାରୀ ଓ ଅସାଧୁ ବ୍ୟବସାୟୀଙ୍କ ଉପରେ ତୀକ୍ଷଣ ନଜର ରଖାଯାଉଅଛି ଏବଂ ଆବଶ୍ୟକ ସ୍ଥଳେ ଶକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲିି ସେ କହିଛନ୍ତି ।