ଆଣ୍ଡମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ | News Room Odisha

ଆଣ୍ଡମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର – ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଦକ୍ଷିଣ ଆଣ୍ଡାମାନ ସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

ସକାଳ ୫ଟା ୩୦ମିନିଟରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

ବାୟୁମଣ୍ଡଳ ମଧ୍ୟ ଭାଗ ଯାଏଁ ବ୍ୟାପିଛି ଘୂର୍ଣ୍ଣିବଳୟ । ୬ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।