ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ

ଭୁବନେଶ୍ୱର: ପଦ୍ମଶ୍ରୀ ସ୍ବର୍ଗତ ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରଛନ୍ତି ।

ସୂଚନା ଯୋଗ୍ୟ ଯେ ଆଜି ସନ୍ଧ୍ୟା ରେ ପଦ୍ମଶ୍ରୀ ରଜତ କରଙ୍କ ପରଲୋକ ହୋଇଯାଇଛି ।

Comments are closed.