ସଚ୍ଚି ରାଉତରାୟଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ସଚ୍ଚି ରାଉତରାୟଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଆଜି ହେଉଛି ବିଶିଷ୍ଟ ସାହିତ୍ୟିକ ସଚ୍ଚି ରାଉତରାୟଙ୍କ ଜୟନ୍ତୀ । ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଚ୍ଚି ରାଉତରାୟଙ୍କ ରଚିତ ‘ଛୋଟ ମୋର ଗାଁଟି’ ସଙ୍ଗୀତ ଆଜି ବି ସମସ୍ତଙ୍କ ମନରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି। ‘ଜନ କବି’ ଭାବେ ଓଡ଼ିଆ ଭାଷା ଓ ସାହିତ୍ୟ ଜଗତକୁ ସମୃଦ୍ଧ କରୁଥିବା ତାଙ୍କ ସୃଜନ ସୃଷ୍ଟି ପାଇଁ ସେ ସର୍ବଦା ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।