ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ତାରକା ପ୍ରଚାରକ ତାଲିକା

ଭୁବନେଶ୍ୱର- ବ୍ରଜରାଜନଗର ନଗର ଉପନିର୍ବାଚନ ପାଇଁ ତାରକା ପ୍ରଚାରକଙ୍କ ନାମ ଘୋଷଣା କରିଛି ବିଜେଡି । ୪୦ ଜଣିଆ ପ୍ରଚାରକ ତାଲିକା ଘୋଷଣା କରାଯାଇଛି ।

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମେତ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ପ୍ରତାପ ଜେନା, ନିରଞ୍ଜନ ପୂଜାରୀ, ପ୍ରମିଳା ମଲ୍ଲିକ ଆଦି କରିବେ ପ୍ରଚାର ।

Comments are closed.