ଗୀତା ମାହାତ୍ମ୍ୟ: ଆରୁରୁକ୍ଷର୍ମୁନେରଯୋଗଂ କର୍ମ କାରଣମୁଚ୍ୟତେ। ଯୋଗାରୂଢସ୍ୟ ତସୈବ ଶମଃ କାରଣମୁଚ୍ୟତେ।

ଗୀତା ଉପଦେଶ ( ଆତ୍ମସଂଯମ ଯୋଗ ): ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠମଅଧ୍ୟାୟ ରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : –

ଆରୁରୁକ୍ଷର୍ମୁନେରଯୋଗଂ କର୍ମ କାରଣମୁଚ୍ୟତେ।
ଯୋଗାରୂଢସ୍ୟ ତସୈବ ଶମଃ କାରଣମୁଚ୍ୟତେ।

ହେ ଅର୍ଜ୍ଜୁନ ! ଯୋଗାରୂଢ ହେବାକୁ ମନନଶୀଳ ପୁରୁଷ ଙ୍କ ନିମନ୍ତେ ନିଷ୍କାମ ଭାବରେ କର୍ମ କରିବା ହିଁ ଯୋଗ ପ୍ରାପ୍ତିର ହେତୁ ବୋଲି କୁହାଯାଏ ଏବଂ ଯୋଗାରୂଢ ହୋଇଯିବ ପରେ ସେହି ଯୋଗାରୂଢ ପୁରୁଷଙ୍କ ସର୍ଵ ସଂକଳ୍ପ ଶୁନ୍ୟତା ହିଁ ତାଙ୍କ କଲ୍ୟାଣ ର କାରଣ ବୋଲି କୁହାଯାଏ।

( ଗୀତା ୬ଷ୍ଠ ଅ। )

Comments are closed.