ଅମିତ ଓ ଶିଳାନନ୍ଦଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା | News Room Odisha

ଅମିତ ଓ ଶିଳାନନ୍ଦଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର- ଏଫଆଇଏଚ ପ୍ରୋ ଲିଗ ହକି ମ୍ୟାଚ ପାଇଁ ଘୋଷିତ ଭାରତୀୟ ଦଳରେ ଓଡିଶାର ଅମିତ ରୋହିଦାସ ଓ ଶିଳାନନ୍ଦ ଲାକ୍ରା ସ୍ଥାନ ପାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଭଲ ପ୍ରଦର୍ଶନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦୁଇ ଖେଳାଳି ବେଲଜିଅମ ଓ ନେଦରଲ୍ୟାଣ୍ଡସ ଗସ୍ତ କରିବାକୁ ଥିବା ଦଳରେ ସ୍ଥାନ ପାଇଛନ୍ତି ।