ଶ୍ରୀରାମ ଚରିତ ମାନସ: ବାଲ କାଣ୍ଡ

॥ ବାଲ କାଣ୍ଡ ॥

ସୁନୁ ସୁଭ କଥା ଭବାନି ରାମଚରିତ ମାନସ ବିମଲ । କହା ଭୁସୁଂଡି ବଖାନି ସୁନା ବିହଗ ନାୟକ ଗରୁଡ଼ ॥

ଭାବାର୍ଥ :- ଶ୍ରୀଶିବ କହିଲେ, ହେ ପାର୍ବତୀ ! ନିର୍ମଳ ଶ୍ରୀରାମଚରିତ ମାନସର ସେହି ମଙ୍ଗଳମୟୀ କଥାକୁ ଶୁଣ, ଯାହାକୁ କାକଭୁସୁଣ୍ଡି ବହୁତ ରୋଚକ ଢ଼ଙ୍ଗରେ କହିଲେ ଆଉ ପକ୍ଷୀ ମାନଙ୍କ ରାଜା ଗରୁଡଦେବ ତାକୁ ଶୁଣିଥିଲେ ।

Comments are closed.