ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି | News Room Odisha

ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି

ଭୁବନେଶ୍ୱର – ଆଜି ପ୍ରକାଶ ପାଇବ ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି । ଆଜି ୧୦ଟାରେ ବିଧାନସଭା କାର୍ଯ୍ୟାଳୟରେ ବିଜ୍ଞପ୍ତି ପ୍ରକାଶ ପାଇବ । ୨ ଜୁନ୍‌ ନାମାଙ୍କନର ଶେଷ ତାରିଖ ରହିଥିବା ବେଳେ ୩ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ‌। ଜୁନ ୬ ଜୁନ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ । ଜୁନ ୧୩ ତାରିଖରେ ମତଦାନ ହେବ । ବିଜେଡି ନେତା ସୁବାସ ସିଂଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ରାଜ୍ୟସଭା ଆସନ ।