ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର – ଓଡ଼ିଶାର ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜି ୧୦ଟାରେ ବିଧାନସଭା କାର୍ଯ୍ୟାଳୟରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଉପନିର୍ବାଚନ ପାଇଁ ୨ ଜୁନ୍‌ ନାମାଙ୍କନର ଶେଷ ତାରିଖ ରହିଥିବା ବେଳେ ୩ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ‌। ଜୁନ ୬ ଜୁନ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ । ଜୁନ ୧୩ ତାରିଖରେ ମତଦାନ ହେବ । ବିଜେଡି ନେତା ସୁବାସ ସିଂଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ରାଜ୍ୟସଭା ଆସନ ।

Comments are closed.