ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପାଇବେ ଧର୍ମପଦ ପୁରସ୍କାର

ଭୁବନେଶ୍ୱର -ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଧର୍ମପଦ ପୁରସ୍କାର ଘୋଷଣା କରାଯାଇଛି । ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକ ପାଇବେ ଧର୍ମପଦ ପୁରସ୍କାର । ଚିତ୍ରଶିଳ୍ପୀ ଜ୍ୟୋତିର୍ମୟୀ ମହାନ୍ତିଙ୍କ ସମେତ ବଳଦେବ ମହାରଥା, ପଞ୍ଚାନନ ସୁର, ଦୁର୍ଗାଚରଣ ପଣ୍ଡା, ଦେବେନ୍ଦ୍ର ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯିବ ।

Comments are closed.