ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିପାରନ୍ତି ବିଜେଡି ସୁପ୍ରିମୋ

ଭୁବନେଶ୍ୱର – ଆଜି ରାଜ୍ୟସଭା_ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ଯେକୌଣସି ସମୟରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିପାରନ୍ତି ବିଜେଡି ସୁପ୍ରିମୋ । ତିନି ସିଟ୍‌ରେ ନାମାଙ୍କନ ଲାଗି ମେ ୩୧ ରହିଛି ଶେଷ ଦିନ ।

Comments are closed.