କେକେଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ | News Room Odisha

କେକେଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର – ଲୋକପ୍ରିୟ ଗାୟକ କ୍ରିଷ୍ଣା କୁମାର କୁନାଥଙ୍କ ଅକାଳ ମୃତ୍ୟୁ ରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୁତି ମଧୁର ଗୀତ ପାଇଁ କୋଟି କୋଟି ସଂଗୀତ ପ୍ରେମୀଙ୍କ ହୃଦୟରେ କେକେ ଅମର ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କେକେଙ୍କ ପରିବାର ଓ ବନ୍ଧୁବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।