ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ଆବେଦନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ – ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ଆଗତ ଦୁଇଟି ପିଟିସନ ସୁପ୍ରିମକୋର୍ଟରେ ଖାରଜ ହୋଇଯାଇଛି । ଉଭୟ ଆବେଦନକାରୀଙ୍କ ପିଟିସନ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନା କରିଛନ୍ତି କୋର୍ଟ ।

Comments are closed.