ସୁପ୍ରିମକୋର୍ଟ ରାୟ ପରେ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ

ଭୁବନେଶ୍ୱର – ପୁରୀ ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରିଛନ୍ତି ।

‘ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ’ ବୋଲି ଟ୍ବିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Comments are closed.