ଜଗା ଦର୍ଶନ କଲେ ୫ଟି ସଚିବ ଭି.କେ ପାଣ୍ଡିଆନ Odiaଓଡ଼ିଶା By Newsroom Odisha Network On Jun 3, 2022 Share ପୁରୀ – ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ରାଜ୍ୟ ସରକାରଙ୍କ ସପକ୍ଷରେ ଆସିବା ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । 5T Secy VK PandianJagannath TemplePUri Share FacebookTwitterGoogle+WhatsAppEmailPinterestReddIt
Comments are closed.