ବ୍ରଜରାଜନଗରେ ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା | News Room Odisha

ବ୍ରଜରାଜନଗରେ ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର – ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ପ୍ରାର୍ଥୀ ଅଳକା ମହାନ୍ତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଅକୁଣ୍ଠ ଭଲପାଇବା ଦେଇଥିବାରୁ ବ୍ରଜରାଜନଗରବାସୀଙ୍କୁ କୃତଜ୍ଞତା ସହ ନିଷ୍ଠାପର ଉଦ୍ୟମ କରିଥିବା ସମସ୍ତ କର୍ମୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଜେଡି ସୁପ୍ରିମୋ ।