ଜୁନଶେଷ ସୁଦ୍ଧା ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର – ଜୁନ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଜୁନ୍ ଶେଷ ସପ୍ତାହରେ ମାଟ୍ରିକ୍ ଫଳ ପ୍ରକାଶ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ଖାତା ଦେଖା ସରିଛି, ଅନ୍ୟ ପ୍ରକ୍ରିୟା ଚାଲୁ ରହିଛି ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

Comments are closed.