ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ – ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସୁଛି | ଗଜପତି ମହାରାଜାଙ୍କ ଅଧକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସୁଥିବା ବୈଠକରେ ଆଗାମୀ ସ୍ନାନ ଓ ରଥଯାତ୍ରା ନୀତି ନିର୍ଘଣ୍ଟ ସ୍ଥିର କରାଯିବ | ଏଥିସହ ରଥ ଯାତ୍ରା କିଭଳି ଶୃଙ୍ଖଳିତ ଭାବେ ହେବ, ସେ ନେଇ ମଧ୍ୟ ଆଲୋଚନା କରାଯିବାକୁ ଥିବା ବେଳେ ସଭାପତିଙ୍କ ଅନୁମୋଦନ କ୍ରମେ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ |

Comments are closed.