ମୁଖ୍ୟମନ୍ତ୍ରୀଙ୍କ ରଜ ଶୁଭେଚ୍ଛା

ଭୁବନେଶ୍ୱର – ଆଜି ପହିଲି ରଜ । ଗଣପର୍ବ ରଜ ଅବସରରେ ସମସ୍ତଙ୍କ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପ୍ରତୀକ ରଜ ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ଏହି ଅବସରରେ ସମସ୍ତଙ୍କ ସୁଖ ଓ ମଙ୍ଗଳମୟ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.