ଦୀପଗ୍ରେସ ଏକ୍କାଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବିଶ୍ୱକପ ମହିଳା ହକି ଟୁର୍ଣ୍ଣାମେଣ୍ଟ ପାଇଁ ଓଡ଼ିଶାର ଦୀପଗ୍ରେସ ଏକ୍କା ଭାରତୀୟ ଦଳର ଉପଅଧିନାୟିକା ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏଥିସହ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.