ଘରୋଇ ନ୍ୟୁଜ ଚ୍ୟାନେଲ ସଂପାଦକ ଅର୍ଦ୍ଧେନ୍ଦୁ ଦାସ ଗିରଫ

ଭୁବନେଶ୍ୱର – ଏକ ଘରୋଇ ନ୍ୟୁଜ ଚ୍ୟାନେଲ ସଂପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା । ଏ ନେଇ ଅର୍ଥନୈତିକ ଅପରାଧ ଶାଖା ଏସପି ଦିଲ୍ଲୀପ ତ୍ରିପାଠୀ ସୂଚନା ଦେଇଛନ୍ତି । ଅର୍ଦ୍ଧେନ୍ଦୁ ଦାସଙ୍କୁ କାଲି ରାତିରେ ନୟାଗଡର ଓଡଗାଁରୁ ଉଠାଇ ଆଣି ଜେରା କରାଯାଉଥିଲା । ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି ।

Comments are closed.