ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ | News Room Odisha

ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଶୋକ ଦୁର୍ଘଟଣାରେ ପ୍ରାଣ ହରାଇବା ଜାଣି ସେ ଦୁଃଖିତ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।