ବାଇକ୍‌କୁ ଧକ୍କା ଦେଲା ଟ୍ରକ୍ : ୩ ଆରୋହୀ ମୃତ, ୨ ଗୁରୁତର | News Room Odisha

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍ : ୩ ଆରୋହୀ ମୃତ, ୨ ଗୁରୁତର

ନୂଆପଡା: ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀ ମୃତ ହୋଇଥିବା ସୂଚନା ମିଳିଛି। ଘଟଣାଟି ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୩୫୩ ଉଦ୍ୟାନବନ୍ଧ କ୍ରିଷ୍ଣା ଛକ ମଝିରେ ଘଟିଛି । ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ । ଜଣେ ଶିଶୁ ସହ ମହିଳା ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କୋମନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।