ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର – ଭିଜିଲାନ୍ସ ଜାଲରେ ଆଉ ଜଣେ ଯନ୍ତ୍ରୀ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ନିମାପଡ଼ାରେ କାର୍ଯ୍ୟରତ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ନିମାପଡ଼ା ସମେତ ଭୁବନେଶ୍ୱର, ଢେଙ୍କାନାଳର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ । ଢେଙ୍କାନାଳ ପୈତୃକ ଘର, ଶ୍ୱଶୁରଘର, ଫାର୍ମ ହାଉସରେ ମଧ୍ୟ ଚଢ଼ାଉ ହୋଇଛି ।

Comments are closed.