ନରସିଂହଙ୍କ ସହ କଥାହେଲେ ନବୀନ, ରାଷ୍ଟ୍ରପତି ନିର୍ବାଚନ ପାଇଁ ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କ ସପକ୍ଷରେ ଲୋଡିଲେ ସମର୍ଥନ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସହ କଥା ହୋଇ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ଅନୁରୋଧ କରିଛନ୍ତି। ଓଡ଼ିଆ ଝିଅ ଭାବେ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ସବୁ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ। ତାଙ୍କ ବିଜୟ ସୁନିଶ୍ଚିତ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.