ଜେଇଇ ମେନ ସେସନ -୧ ପରୀକ୍ଷାରେ ଦିବ୍ୟାଂଶୁ ମାଲୁ ଓଡ଼ିଶା ଟପ୍ପର | News Room Odisha

ଜେଇଇ ମେନ ସେସନ -୧ ପରୀକ୍ଷାରେ ଦିବ୍ୟାଂଶୁ ମାଲୁ ଓଡ଼ିଶା ଟପ୍ପର

ନୂଆଦିଲ୍ଲୀ – ଜେଇଇ ମେନ ସେସନ -୧ ପରୀକ୍ଷା ଫଳ ପ୍ରକାଶ ପାଇଛି । ପରୀକ୍ଷାରେ ଦିବ୍ୟାଂଶୁ ମାଲୁ ଓଡ଼ିଶା ଟପ୍ପର ହୋଇଛନ୍ତି । ସର୍ବଭାରତୀୟ ସ୍ତରରେ ୩୦ ନମ୍ବର ରାଙ୍କରେ ରହି ଦିବ୍ୟାଂଶୁ ମାଲୁ ଓଡ଼ିଶା ଟପ୍ପର ହୋଇଛନ୍ତି ।