ସମ୍ବଲପୁରରେ ମାସ୍କ ବାଧ୍ୟତାମୂଳକ

ସମ୍ବଲପୁର- କୋରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସମ୍ବଲପୁରରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । ଏ ନେଇ ନିର୍ଦ୍ଦେଶାନାମା ଜାରି କରିଛନ୍ତି ସମ୍ବଲପୁର ମହାନଗର ନିଗମ । ଦୋକାନ, ହୋଟେଲରେ କୋଭିଡ ନିୟମ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଧିକ ଭିଡ଼ ହେଲେ ପାର୍ସଲ ସୁବିଧା ଯୋଗାଇଦେବାକୁ କୁହାଯାଇଛି।

Comments are closed.