ଚେସ ଅଲିମ୍ପିଆଡ ମଶାଲକୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର -ଚେସ୍ ଅଲିମ୍ପିଆଡର ମଶାଲକୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରେ ଅନୁଷ୍ଠିତ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚେସର ଉତ୍ପତ୍ତି ସ୍ଥଳ ଭାରତ । ଚେସ୍ ଚତୁରଙ୍ଗ ଭାବେ ଭାରତରେ ଖେଳାଯାଉଥିଲା । ଚେସରେ ଭଲ ପ୍ରଦର୍ଶନ କରିଛି ଓଡ଼ିଶା । ଅନେକ ଓଡ଼ିଆ ଖେଳାଳି ସଫଳତା ଚେସରେ ପାଇଛନ୍ତି । ଓଡ଼ିଶାକୁ ଚେସ ଅଲିମ୍ପିଆଡ ମଶାଲ ଆସିଥିବାରୁ ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ଅନୁଷ୍ଠିତ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା, ସାଂସଦ ଅ

Comments are closed.