୪୮ତମ ଜାତୀୟ ଜଳକ୍ରୀଡ଼ା ପ୍ରତିଯୋଗୀତାର ସଫଳତା କାମନା କଲେ ମୁଖ୍ୟମନ୍ତ୍ରୀ | News Room Odisha

୪୮ତମ ଜାତୀୟ ଜଳକ୍ରୀଡ଼ା ପ୍ରତିଯୋଗୀତାର ସଫଳତା କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – କଳିଙ୍ଗ ଷ୍ଟାଡିୟମ ପରିସରରେ ଥିବା ବିଜୁ ପଟ୍ଟନାୟକ ସନ୍ତରଣାଗାରରେ ୪୮ତମ ଜାତୀୟ ଜୁନିଅର ଜଳକ୍ରୀଡା ଚାମ୍ପିୟନସିପ ଆରମ୍ଭ ହୋଇଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସି ପ୍ରକାଶ କରିଛନ୍ତି । ପ୍ରତିଯୋଗୀତାରେ ଓଡିଶା ଭଲ ପ୍ରଦର୍ଶନ କରିବ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତିଯୋଗୀତାର ସଫଳତା କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।